Surya Uinle Rati (Oriya Edition)
Nayak, Santosh Kumar
Sold by California Books, Miami, FL, U.S.A.
AbeBooks Seller since 27 October 2023
New - Soft cover
Condition: New
Quantity: Over 20 available
Add to basketSold by California Books, Miami, FL, U.S.A.
AbeBooks Seller since 27 October 2023
Condition: New
Quantity: Over 20 available
Add to basketକବିତା କ'ଣ ହୁଏତ ଜାଣିନଥିଲି ଏସବୁ ଲେଖିଲାବେଳେ । କାରଣ ଏଗୁଡ଼ିକର ରଚନା ବେଳକୁ ମୋ\'ର ବୟସ ତେର କି ଚଉଦରୁ ପନ୍ଦର-ଷୋହଳ ହେବ । ଏଣୁ ସୁଧୀ ପାଠକମାନେ ଏଗୁଡ଼ିକୁ ଲେଖକର ଭାବନାର ଶବ୍ଦରୂପ ବୋଲି ଭାବିନେବେ ବୋଲି ଅନୁରୋଧ । ମୋର ବି ଏଇୟା ଧାରଣା ଯେ, କବିତା ଆବେଗ ଆଉ ଭାବନାର ବ୍ୟାପର ମାତ୍ର । ଶବ୍ଦମାନେ ତା'ର ସିନ୍ଦୁକ । ଶବ୍ଦ କେତେ ପ୍ରଗଳ୍ଭ ହେବ ସେ କଥାର ବିଚାରଶକ୍ତି ମୋର ନାହିଁ । ଥିଲେ ହୁଏତ ଆଉ କିଛି ହୋଇଥାଆନ୍ତା । ତେବେ ମନକୁ ଯାହା ଆସିଛି ଲେଖିଛି । ଏହା ଉତ୍ତରରେ ଉତ୍ତରଦେବା ଦାୟିତ୍ୱ ଆପଣମାନଙ୍କର । ଆଶା ଓ ବିଶ୍ୱାସ ଯେ, ଓଡ଼ିଆ ସାରସ୍ୱତ ଜଗତରେ ଏହି ସବୁ କବିତା ଅଦ୍ୱିତୀୟ ହୋଇ ନପାରିଲେ ସୁଦ୍ଧା ଅଥବା ସାରସ୍ୱତ ଜଗତକୁ ସମୃଦ୍ଧ କରିନପାରିଲେ ସୁଦ୍ଧା ନିଶ୍ଚିତରୂପେ ସୁଧୀ ଓ ସାଧୁଜନଙ୍କୁ ଆନନ୍ଦ ବଣ୍ଟନ କରିବ ।
"About this title" may belong to another edition of this title.
www.californiabooks.com
Order quantity | 3 to 7 business days | 2 to 5 business days |
---|---|---|
First item | £ 0.00 | £ 9.01 |
Delivery times are set by sellers and vary by carrier and location. Orders passing through Customs may face delays and buyers are responsible for any associated duties or fees. Sellers may contact you regarding additional charges to cover any increased costs to ship your items.